ବ୍ରହ୍ମପୁର,ତା-୩୦/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୩୦୬ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୨୪,୭୭୫, ଚିକିତ୍ସିତ ସଂଖ୍ୟା ୨,୬୦୭, ମୃତ ସଂଖ୍ୟା ୧,୮୭୧ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୧ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୮୦୫, ସୁସ୍ଥ ସଂଖ୍ୟା ୨୧,୫୨୯, ଚିକିତ୍ସିତ ସଂଖ୍ୟା ୨୨ ଏବଂ ମୃତ ସଂଖ୍ୟା ୨୪୬ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୦୬ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୧ ବୋଲି ଜଣାପଡିଛି ।