ବ୍ରହ୍ମପୁର,ତା-୧୧/୦୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୧୦୬ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୨୮,୦୪୩, ଚିକିତ୍ସିତ ସଂଖ୍ୟା ୨,୧୧୮, ମୃତ ସଂଖ୍ୟା ୧,୮୯୨ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ଶୂନ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୮୩୬, ସୁସ୍ଥ ସଂଖ୍ୟା ୨୧,୫୬୩, ଚିକିତ୍ସିତ ସଂଖ୍ୟା ୨୮ ଏବଂ ମୃତ ସଂଖ୍ୟା ୨୪୭ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨୪୪ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ଶୂନ ବୋଲି ଜଣାପଡିଛି ।