ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୧୯ ।

0 1,425

ବ୍ରହ୍ମପୁର,ତା-୦୧/୧୧(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୨,୭୫,୭୪୯, ଚିକିତ୍ସିତ ସଂଖ୍ୟା ୧୪,୬୯୨, ମୃତ ସଂଖ୍ୟା ୧,୩୩୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୯ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୧୮୮, ସୁସ୍ଥ ସଂଖ୍ୟା ୨୦,୭୯୭, ଚିକିତ୍ସିତ ସଂଖ୍ୟା ୧୫୩ ଏବଂ ମୃତ ସଂଖ୍ୟା ୨୩୦ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୧,୭୦୯ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୯ ବୋଲି ଜଣାପଡିଛି ।

Leave A Reply

Your email address will not be published.