ଗଞ୍ଜାମ ଜିଲ୍ଲା ନିଖିଳ ଉତ୍କଳ ଦାସକାଠିଆ କଳାକାର ସଂଘର ବାର୍ଷିକ ଉତ୍ସବ।

0 362

ପୋଲସରା,୦୮/୦୧(ପିପିଟି):ପୋଲସରା ବ୍ଲକ୍ ଅନ୍ତର୍ଗତ ଚନ୍ଦ୍ରମା ଦେଇପୁର ଶାସନ ଗ୍ରାମ ଠାରେ ଗଞ୍ଜାମ ଜିଲ୍ଲା ନିଖିଳ ଉତ୍କଳ ଦାସ କାଠିଆ କଳାକାର ସଂଘର ୪୩ତମ ବାର୍ଷିକ ଅଧିବେଶନ ଓ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗ ଦେଇ ଦାସ କାଠିଆ କଳାକାର ମାନଙ୍କୁ ମାନ ପତ୍ର ପ୍ରଦାନ କରିଛନ୍ତି। ଓଡ଼ିଶାର ପୂର୍ବତନ ଉପ ବାଚସ୍ପତି ରାମଚନ୍ଦ୍ର ପଣ୍ଡା ଯୋଗ ଦେଇଛନ୍ତି। ଗଞ୍ଜାମ ଜିଲ୍ଲା ନିଖିଳ ଉତ୍କଳ ଦାସ କାଠିଆ କଳାକାର ସଂଘର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.