ଭୁବନେଶ୍ବର,୧୮/୧୧: ଚିକିତ୍ସାଧୀନ ଅବସ୍ଥାରେ ସମୀର ଦେ’ଙ୍କ ପରଲୋକ। ବିଜେପିର ବରିଷ୍ଠ ନେତା ତଥା ତିନି ତିନି ଥର ବିଧାୟକ ଓ ମନ୍ତ୍ରୀ ରହିଥିଲେ । ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସମୀର ଦେଙ୍କ ପରଲୋକ ଘଟିଛି । ତେବେ ଦୀର୍ଘ ଦିନ ଧରି ସେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ, ଆଉ ଚିକିତ୍ସାଧୀନ ଅବସ୍ଥାରେ ହିଁ ତାଙ୍କର ପରଲୋକ ଘଟିଛି ।