ଯାଜପୁର,୦୨/୧୦(ପିପିଟି); ମହାତ୍ମାଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ ଯାଜପୁର ଟାଉନ ଗାନ୍ଧୀ ଛକରେ ଥିବା ପ୍ରତିମୂର୍ତ୍ତି ରେ ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର, ପ୍ରକଳ୍ପ ନିର୍ଦେଶକ ଇନ୍ଦ୍ରମଣି ନାୟକ,ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ)ଅକ୍ଷୟ କୁମାର ମଲ୍ଲିକ, ଅତିରିକ୍ତ ଜିଲ୍ଳାପାଳ (ସାଧାରଣ)ମିହିର ପ୍ରସାଦ ମହାନ୍ତି ଓ ଅନ୍ୟ ଅଧିକାରୀ ଗଣ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି