ଦୁର୍ଘଟଣାରେ ମୃତ ବ୍ଯକ୍ତିଙ୍କ ପରିବାରକୁ ବିଧାୟକଙ୍କ ଆର୍ଥିକ ସହାୟତା।

0 386

ବୁଗୁଡା,୦୧/୦୬(ପିପିଟି); ବୁଗୁଡା ବ୍ଲକ ଅନ୍ତର୍ଗତ ପଙ୍କଳବାଡ଼ି ଗ୍ରାମର ପ୍ରଦୀପ ବେହେରା ଟ୍ରକ ଦୁର୍ଘଟଣାରେ ମୃତ୍ୟୁ କରିଛନ୍ତି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ସରପଞ୍ଚ ସମିତିସଭ୍ୟ ଉପସ୍ଥିତ ଥିଲେ।

Leave A Reply

Your email address will not be published.