ଆସିକା,୦୩/୦୮(ପିପିଟି); ଆସିକା ଏନ୍ଏସି କାର୍ଯ୍ୟଳୟ ଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ଯାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ ଉପସ୍ଥିତ ରହି ୨୪୫ ଜଣ ଯୋଗ୍ୟ ହିତାଧିକାରୀ ମାନଙ୍କୁ ଆବାସ ଯୋଜନାର କାର୍ଯାଦେଶ ବଣ୍ଟନ କରିବା ସହିତ ସ୍ଥାନୀୟ ୱାର୍ଡର ସମସ୍ୟା ସମ୍ପର୍କରେ ଆଲୋଚନା କରିଲେ ।