ନବୀନ ଓଡିଶା ମ୍ୟାଜିକ କାର୍ଡ ଓ ନିର୍ବାଚନ ଇସ୍ତାହାର ପାଇଁ ମତାମତ ସଂଗ୍ରହ ଅଭିଯାନ ।

0 335

ପୋଲସରା,୨୯/୦୩(ପିପିଟି): ଏନ୍.ଏ.ସି କୋଣାର୍କ କଲ୍ୟାଣ ମଣ୍ଡପ ଠାରେ ଗଞ୍ଜାମ ଜିଲ୍ଲା ବିଜୁ ଛାତ୍ର ଜନତା ଦଳର ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ଓ ନିର୍ବାଚନ ଇସ୍ତାହାର ପାଇଁ ମତାମତ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି।ଗଞ୍ଜାମ ଜିଲ୍ଲା ବିଜୁ ଛାତ୍ର ଜନତା ଦଳର କର୍ମକର୍ତ୍ତା ଏବଂ ବିଭିନ୍ନ କଲେଜ ରୁ ଆସିଥିବା ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.