ନୂଆ-ଓ ଛାତ୍ରବୃତ୍ତି କାର୍ଯ୍ଯକ୍ରମ ଅନୁଷ୍ଠିତ।

0 268

ପୋଲସରା,୦୬/୦୩(ପିପିଟି):ପୋଲସରା ବ୍ଲକ୍ ଅନ୍ତର୍ଗତ ହାତୀଓଟ ଗଙ୍ଗାଧର ସାହୁ ବିଜ୍ଞାନ ମହାବିଦ୍ୟାଳୟ ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା “ନୂଆ-ଓ ଛାତ୍ରବୃତ୍ତି” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଛାତ୍ରବୃତ୍ତି ପ୍ରଦାନ କରିଛନ୍ତି।

Leave A Reply

Your email address will not be published.