ପରଲୋକରେ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗେଇ।

0 1,200

ଗୌହାଟୀ : ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ଦେହାନ୍ତ ହୋଇଛି। କିଛି ଦିନ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ଗୌହାଟୀର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । କରୋନା ଏବଂ ବହୁବିଧ ରୋଗରେ ପୀଡିତ ଗୋଗୋଇଙ୍କ ସ୍ଵାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଥିଲା। କରୋନାରୁ ସୁସ୍ଥ ହୋଇ ଘରକୁ ଫେରିବା ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପୁଣି ଖରାପ ହୋଇଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲ।

Leave A Reply

Your email address will not be published.