ପରଲୋକରେ ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର କୁମାର ସ୍ବାଇଁ ।

0 848

ଣଭୁବନେଶ୍ବର:୦୭/୦୯; ପୂର୍ବତନ ରାଜ୍ୟସଭା ସଦସ୍ୟ ନରେନ୍ଦ୍ର କୁମାର ସ୍ୱାଇଁଙ୍କର ସୋମବାର ପରଲୋକ ଘଟଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା କାରଣରୁ ସେ ଚିକିତ୍ସାଧିନ ଥିଲେ। ସେ ବିଜୁ ଜନତା ଦଳରୁ ୨୦୧୫ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ସ୍ବାର୍ଗତ ସ୍ବାଇଁ ଦୀର୍ଘ ଦିନଧରି ବିଜେଡିର ସାଙ୍ଗଠନିକ କାର୍ଯ୍ୟରେ ନିୟୋଜିତ ଥିଲେ । ତାଙ୍କର ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସିପିଆଇ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ରାମକୃଷ୍ଣ ପଣ୍ଡା,ଫରୱାର୍ଡ ବ୍ଲକ୍ ରାଜ୍ୟ ସାଧାରଣ ସଂପାଦକ ଜ୍ଯୋତି ରଞ୍ଜନ ମହାପାତ୍ର, ଏଆଇୱାଇଏଫ ରାଜ୍ୟ ସଭାପତି ପ୍ରଦୀପ କୁମାର ସେଠୀ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.