ପୋଲସରା ବିଧାୟକଙ୍କ ଦ୍ବାରା ଭତ୍ତା ବଣ୍ଟନ।

0 336

ପୋଲସରା,୧୬/୦୪(ପିପିଟି): ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗଦେଇ ବୃଦ୍ଧ ବୃଦ୍ଧା ଓ ବିଧବା ମହିଳା ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଛନ୍ତି। ପୋଲସରା ବ୍ଲକ ଅଧ୍ୟକ୍ଷା,ଉପାଧ୍ୟକ୍ଷ,ବିଡ଼ିଓ ଓ ସରକାରୀ କର୍ମଚାରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.