ପୋଲସରା ବିଧାୟକଙ୍କ ସଚେତନତା କାର୍ଯ୍ୟକ୍ରମ।

0 545

ପୋଲସରା,୨୮/୦୫(ପିପିଟି); ପୋଲସରା ବ୍ଲକ ଅନ୍ତର୍ଗତ ବର୍ତ୍ତିନୀ, ଢୁଙ୍କାପଡ଼ା ଓ କଣଛାଇ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ପହଞ୍ଚି ଲୋକମାନଙ୍କୁ କରୋନାର ଭୟାଭୟ ଉପରେ ସଚେତନତା କରାଇବା ସହ ବାହାଘର ଭୋଜି ବନ୍ଦ,ସାମାଜିକ ଦୂରତ୍ୱ ଓ ଠିକ୍ ଭାବେ ମାସ୍କ ପିନ୍ଧିବା ପାଇଁ ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି । ପୋଲସରା ବିଡିଓ,ତହସିଲଦାର ଓ ଜନପ୍ରତିନିଧି ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.