ବିଦ୍ଯାଳୟରେ ଛାତ୍ର ଛାତ୍ରୀଙ୍କୁ ପୋଷାକ ବଣ୍ଟନ।

0 311

ତିର୍ତ୍ତୋଲ,୩୦/୦୮(ପିପିଟି);ପଟିଲୋ ଗ୍ରାମପଞ୍ଚାୟତସ୍ଥ ନନ୍ଦନ -୧
ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ରାଜ୍ୟ ସରକାରଙ୍କ ପ୍ରଦତ୍ତ ପୋଷାକ ପତ୍ର ଓ ଜୋତା ତିର୍ତ୍ତୋଲ ବ୍ଲକ୍ ଉପାଧ୍ୟକ୍ଷା ସନ୍ଧ୍ୟାରାଣୀ ମହାନ୍ତି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରଦୀପ କୁମାର ରଥଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା । ପ୍ରଧାନ ଶିକ୍ଷୟିତ୍ରୀ ତମସା ସ୍ଵାଇଁ,ଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ମହାନ୍ତି,ଶିକ୍ଷକ ପ୍ରଶାନ୍ତ କୁମାର ସାହୁ,ସ୍କୁଲ ପରିଚାଳନା କମିଟି ସଭାପତି ଦେଵୀଦତ୍ତ ଦାସ ଓ ସଦସ୍ୟ ବୃନ୍ଦ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ସମ୍ପାଦନା କରିଥିଲେ ।
(ରିପୋର୍ଟ – ସୁକାନ୍ତ କୁମାର ମହାନ୍ତି ।)

Leave A Reply

Your email address will not be published.