ଆସିକା,୦୨/୦୮(ପିପିଟି);ବିଧାୟିକା ମଞ୍ଜୁଳା ସ୍ୱାଇଁ ଆଜି ଆସିକା ବ୍ଲକ ଅନ୍ତର୍ଗତ ଆଲିପୁର ଗ୍ରାମ ପଞ୍ଚାୟତ ପରିକ୍ରମା କରିବା ସହିତ ଜନସମ୍ପର୍କ ପଦଯାତ୍ରା କରି ବିଭିନ୍ନ ଉନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ଏହି ଜନସମ୍ପର୍କ ପଦଯାତ୍ରାରେ ଗଞ୍ଜାମ ଜୋନ ଯୁବ ସଭାପତି ନଚିକେତା ସ୍ୱାଇଁଙ୍କ ସମେତ ବହୁ କର୍ମୀ ଯୋଗ ଦେଇଥିଲେ ।