ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ।

0 800

ଭୁବନେଶ୍ବର,୨୨/୦୭;ବିଶିଷ୍ଟ ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଟୁଇଟ୍ କରିଛନ୍ତି, ବର୍ଷୀୟାନ ଅଭିନେତା ବିଜୟ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଓଡିଆ କଳା ଜଗତରେ ଛାଡିଯାଇଥିବା ଅଭିନୟର ଛାପ ତାଙ୍କୁ ଅଗଣିତ କଳାପ୍ରେମୀଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ । ତାଙ୍କ ଅମରଆତ୍ମାର ସଦଗତି  କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସେ  ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.