ବୁଗୁଡା ଠାରେ କରୋନା ଜନ ସଚେତନତା କାର୍ଯ୍ୟକ୍ରମ । ଜିଲ୍ଲା By PPT NEWS Last updated Oct 2, 2020 0 322 Share ବୁଗୁଡା,୦୨/୧୦(ପିପିଟି); ବୁଗୁଡା ଏନ୍ଏସି ଠାରେ ବିଜୁ ଜନତା ଦଳର “କରୋନା” ଜନ ସଚେତନତା ଅଭିଯାନ କାର୍ଯ୍ୟକ୍ରମରେ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି।ବହୁ ମାନ୍ୟଗଣ୍ୟ ଓ ବିଜୁ ଜନତା ଦଳର କର୍ମୀମାନେ ଉପସ୍ଥିତ ଥିଲେ। 0 322 Share