ବ୍ଲକ ସ୍ତରୀୟ ନିର୍ମାଣ ଶ୍ରମିକ ସଚେତନ ଶିବିର ଅନୁଷ୍ଠିତ।

0 253

ପୋଲସରା,୨୫/୦୨(ପିପିଟି):ପୋଲସରା ଏନ୍.ଏ.ସି କଲ୍ୟାଣ ମଣ୍ଡପ ଠାରେ ବ୍ଲକ୍ ସ୍ତରୀୟ ନିର୍ମାଣ ଶ୍ରମିକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ୩୬୧୭ ( ତିନି ହଜାର ଛଅ ଶହ ଶତର) ଜଣ ଶ୍ରମିକ ମାନଙ୍କୁ ସହାୟତା ରାଶି ଚେକ୍ ଓ ଲେବର୍ କାର୍ଡ ବଣ୍ଟନ କରିଛନ୍ତି। ଜିଲ୍ଲା ଶ୍ରମ ଅଧିକାରୀ, ଛତ୍ରପୁର, ପୋଲସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ,ତହସିଲଦାର ଏବଂ ଜନ ପ୍ରତିନିଧି ଉପସ୍ଥିତ ଥିଲେ।

Leave A Reply

Your email address will not be published.