ମାଲକାନଗିରି ,ତା-୧୮/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୧,୩୪୧ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୩୩,୪୬୬, ଚିକିତ୍ସିତ ସଂଖ୍ୟା ୩୭,୧୪୦, ମୃତ ସଂଖ୍ୟା ୬୮୨ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୫୩ ସହ ମାଲକାନଗିରି ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨,୯୮୮, ସୁସ୍ଥ ସଂଖ୍ୟା ୨,୬୩୦,ଚିକିତ୍ସିତ ସଂଖ୍ୟା ୩୪୭ ଏବଂ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୧୮୦ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୫୩ ବୋଲି ଜଣାପଡିଛି । (ରିପୋର୍ଟ – ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ ।)