ମୃତକଙ୍କ ପରିବାରକୁ ଭେଟି ଆର୍ଥିକ ସହାୟତା ପ୍ରଦାନ କଲେ ବିଧାୟକ।

0 328

ପୋଲସରା,୦୪/୦୬(ପିପିଟି);ପୋଲସରା ବ୍ଲକ ଅନ୍ତର୍ଗତ ସୋଡକ ଗ୍ରାମର ମାମାଶ୍ରୀ କୁଣ୍ଡ କାନ୍ଥ ଭୁଶୁଡି ମୃତ୍ୟୁ ବରଣ କରିଛନ୍ତି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

Leave A Reply

Your email address will not be published.