ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

0 359

ପୋଲସରା,୧୨/୧୨(ପିପିଟି):ପୋଲସରା ବ୍ଲକ୍ ଚନ୍ଦ୍ରମାଦେଇପୁର ଶାସନ ଗ୍ରାମ ର ରଞ୍ଜିତା କୁମାରୀ ଦାସ (ବୟସ – ୪୫) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

Leave A Reply

Your email address will not be published.