ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

0 127

ପୋଲସରା,୧୯/୧୨(ପିପିଟି):ପୋଲସରା ବ୍ଲକ୍ ବାଲିଛାଇ ଗ୍ରାମର ବିଚିତ୍ର ଜେନା- (ବୟସ – ୩୨) ସୁରାଟ ଠାରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ସମୟରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଛନ୍ତି। ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.