ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ। ଜିଲ୍ଲା By Devasmita mohanty Last updated Feb 2, 2025 0 158 Share ବୁଗୁଡା,୦୨/୦୨(ପିପିଟି):ବୁଗୁଡ଼ା ବ୍ଲକ ଖୋଳଖାଳି ଗ୍ରାମ ର ସୁଧିର ସାମଲ (ବୟସ – ୨୭) ସଡ଼କ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। 0 158 Share