ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ।

0 214

ବୁଗୁଡା,୦୩/୦୩(ପିପିଟି): ବୁଗୁଡ଼ା ବ୍ଲକ୍ କୁଶପଲ୍ଲୀ ଗ୍ରାମର ଭଜରାମ ଗୌଡ଼ (ବୟସ – ୩୫) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ସେହିଭଳି ବୁଗୁଡ଼ା ବ୍ଲକ୍ ଗୋଲିଆ ଗ୍ରାମର କାଞ୍ଚନ ବିଶ୍ଵାଳ ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.