ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

0 192

ବୁଗୁଡା,୦୯/୦୩(ପିପିଟି): ବୁଗୁଡ଼ା ବ୍ଲକ୍ ଅରଖପୁର ଗ୍ରାମର ସିମା ସ୍ୱାଇଁ ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି । ସେହିଭଳି ପୋଲସରା ବ୍ଲକ୍ ବିରିପୁର ଗ୍ରାମର ମାଲ ବିଷୋୟୀ ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.