ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

0 225

ବୁଗୁଡା,୨୪/୦୫(ପିପିଟି): ବୁଗୁଡ଼ା ବ୍ଲକ ଖରିଡା ଗ୍ରାମର ସୁଦର୍ଶନ ନାୟକ (ବୟସ-୩୫) ଆକସ୍ମିକ ମୃତ୍ୟୁ ବରଣ କରିଥିବା। ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ।ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ। ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ସେହିଭଳି ପୋଲସରା ବ୍ଲକ ଚିରିକିପୋଡ଼ା ଶାସନ ଗ୍ରାମର ସୁରେନ୍ଦ୍ର ସାହୁ (ବୟସ-୫୫) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.