ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ।

0 274

ବୁଗୁଡା,୨୩/୧୧(ପିପିଟି):ବୁଗୁଡ଼ା ବ୍ଲକ୍ ଡେହୁକା ଗ୍ରାମର ଲକ୍ଷ୍ମୀ ପ୍ରଧାନ (ବୟସ – ୫୦) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

Leave A Reply

Your email address will not be published.