ମୃତ ଛାତ୍ରଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ।

0 380

ବୁଗୁଡା,୧୧/୧୨(ପିପିଟି): ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ଆଦର୍ଶ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ଯୁବରାଜ ସେଠୀ ବୟସ-୧୪ ,ବିଦ୍ୟାଳୟରୁ ଘରକୁ ଫେରୁଥିବା ସମୟରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଅଛି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୃତକଙ୍କ ବୁଗୁଡା ଏନ.ଏ.ସି ୱାର୍ଡ ନଂ-୦୨ ସ୍ଥିତ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.