ଯୁବ ରେଡକ୍ରସ୍ ପକ୍ଷରୁ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ବିସ୍କୁଟ ବଣ୍ଟନ ।

0 210

ବାଲିଗୁଡା, ୨୦/୦୧(ପିପିଟି): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ଯୁବ ରେଡକ୍ରସ୍ ପକ୍ଷରୁ ବିଶ୍ୱନାଥ ପଲ୍ଲୀ ଠାରେ ଅବସ୍ଥିତ ରେଡକ୍ରସ୍ ଦୃଷ୍ଟିହୀନ ଊଚ୍ଚ ବିଦ୍ଯାଳୟର ରେ ଅଧ୍ୟୟନରତ ମାନସିକ ଅନଗ୍ରସର ଛାତ୍ରଛାତ୍ରୀ ମାନଙ୍କୁ ବିସ୍କୁଟ ବଣ୍ଟନ କରାଯାଇଛି ‌ ଏହି କାର୍ଯ୍ଯକ୍ରମରେ ଜିଲ୍ଲା ସଂଯୋଜକ ଡ. ବିଭୂତି ଭୂଷଣ ଆଚାର୍ଯ୍ଯ, କାଊନସେଲର ମାନସ ରଂଜନ ପ୍ରଧାନଙ୍କ ସମେତ ସମସ୍ତ ସ୍ବେଛାସେବୀ ମାନେ ଅଂଶ ଗ୍ରହଣ କରିଥିଲେ ‌

ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ

Leave A Reply

Your email address will not be published.