ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୮୧୯ ଛୁଇଁଲା,୯୭୭ ଜଣ ସୁସ୍ଥ ।

0 1,072

ଭୁବନେଶ୍ଵର ,(ପିପିଟି)୩୦/୦୫ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୪୦୪ ମଧ୍ୟରୁ ୩୧୭ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ଜଣଙ୍କ ମୃତ୍ୟୁ ହୋଇଛି ।ଦ୍ୱିତୀୟ ସ୍ଥାନରେ ଯାଜପୁର ସଂଖ୍ୟା ୨୫୯ ରହିଛି ।ନୂତନ ଆକ୍ରାନ୍ତ ୯୬ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୪୭୪୯୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୧୮୩୩ ଚିହ୍ନଟ ହୋଇଛନ୍ତି । ୯୭୭ ଜଣ ସୁସ୍ଥ ହୋଇଥିବା ବେଳେ ୮୩୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭ ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି ।ନୂତନ ଆକ୍ରାନ୍ତ ୯୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟର ବୋଲି ଜଣାପଡିଛି ।

Leave A Reply

Your email address will not be published.