ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୩୨୫୦ ଛୁଇଁଲା,୨୧୩୩ଜଣ ସୁସ୍ଥ ।

0 1,275

ଭୁବନେଶ୍ଵର ,(ପିପିଟି)୧୦/୦୬ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୬୪୯ ମଧ୍ୟରୁ ୪୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ଜଣଙ୍କ ମୃତ୍ୟୁ ହୋଇଛି ।ଦ୍ୱିତୀୟ ସ୍ଥାନରେ ଯାଜପୁର ସଂଖ୍ୟା ୩୨୬ ମଧ୍ୟରୁ ୨୮୦ଜଣ ସୁସ୍ଥ  ହୋଇଛନ୍ତି ।ନୂତନ ଆକ୍ରାନ୍ତ ୧୧୦ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୦ ରେ ପହଞ୍ଚିଛି । ୨୧୩୩ ଜଣ ସୁସ୍ଥ ହୋଇଥିବା ବେଳେ ୧୧୦୬ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୯ ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି ।ନୂତନ ଆକ୍ରାନ୍ତ ୧୧୦ ଜଣଙ୍କ ମଧ୍ୟରୁ ୯୭ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.