ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୪୬୭୭,ସୁସ୍ଥ ସଂଖ୍ୟା ୩୧୪୪ ପହଞ୍ଚିଲା ।

0 1,286

ଭୁବନେଶ୍ଵର ,(ପିପିଟି)୧୯/୦୬ , ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୭୯୬ମଧ୍ୟରୁ ୬୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କ ମୃତ୍ୟୁ ହୋଇଛି ।ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା  ସଂଖ୍ୟା ୪୧୨ ମଧ୍ୟରୁ ୨୯୬ ଜଣ ସୁସ୍ଥ  ହୋଇଛନ୍ତି । ନୂତନ ଆକ୍ରାନ୍ତ ୧୬୫ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୧୬୬୦୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ ୪୬୭୭ ଚିହ୍ନଟ ହୋଇଛନ୍ତି । ୩୧୪୪ଜଣ ସୁସ୍ଥ ହୋଇଥିବା ବେଳେ ୧୫୧୯ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୦୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧୬୫ଜଣଙ୍କ ମଧ୍ୟରୁ ୧୪୦ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୨୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.