ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୦୭ ।

0 983

ଭୁବନେଶ୍ବର ୨୮/୦୪(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୦୭ ପଜିଟିଭ ସଂଖ୍ୟା ୧୨,୮୮,୦୨୪ ଚିହ୍ନଟ ହୋଇଛନ୍ତି ୧୨,୭୮,୭୬୭ ଜଣ ସୁସ୍ଥ ହୋଇଥିବା ବେଳେ ୮୦ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୯,୧୨୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨,୪୪,୮୪୧ ସୁସ୍ଥ ସଂଖ୍ୟା ୨,୪୩,୦୬୫ ଚିକିତ୍ସିତ ସଂଖ୍ୟା ୧୬ ମୃତ ସଂଖ୍ୟା ୧୭୫୦, କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧,୧୩,୭୪୪, ସୁସ୍ଥ ସଂଖ୍ୟା ୧,୧୨,୮୨୪ଚିକିତ୍ସିତ ସଂଖ୍ୟା ୦୯, ମୃତ ସଂଖ୍ୟା ୯୦୭, ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୩୬,୭୫୬ ସୁସ୍ଥ ସଂଖ୍ୟା ୩୬,୨୩୬ ଚିକିତ୍ସିତ ସଂଖ୍ୟା ୦, ମୃତ ସଂଖ୍ୟା ୫୧୨ ସୁନ୍ଦରଗଡ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୯୦,୮୩୭ ସୁସ୍ଥ ସଂଖ୍ୟା ୯୦,୧୪୨ ଚିକିତ୍ସିତ ସଂଖ୍ୟା ୧୦ ମୃତ ସଂଖ୍ୟା ୬୮୧ ବୋଲି ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି।

Leave A Reply

Your email address will not be published.