ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨୯୧୭୫ , ସୁସ୍ଥ ସଂଖ୍ୟା ୧୮୦୬୧ ଓ ମୃତ ସଂଖ୍ୟା ୧୫୯ ।

0 1,081

ଭୁବନେଶ୍ଵର,ତା-୨୯/୦୭(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୯,୭୪୬ ମଧ୍ୟରୁ ୬,୩୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୬ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୬ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୩,୭୬୬ ମଧ୍ୟରୁ ୧,୫୪୮ ଜଣ ସୁସ୍ଥ ,୧୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୧,୦୬୮ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୯,୧୭୫ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୪,୮୭,୩୧୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୨୯,୧୭୫ ଚିହ୍ନଟ ହୋଇଛନ୍ତି ୧୮,୦୬୦ ଜଣ ସୁସ୍ଥ ହୋଇଥିବା ବେଳେ ୧୦,୯୨୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧୫୯ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୩୬ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୦୬୮ ଜଣଙ୍କ ମଧ୍ୟରୁ ୬୬୨ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୪୦୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.