ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୬୪୫୩୩ , ସୁସ୍ଥ ସଂଖ୍ୟା ୪୩୭୮୦,ମୃତ୍ୟୁ ସଂଖ୍ୟା ୩୬୨ ।

0 1,280

ଭୁବନେଶ୍ଵର,ତା-୧୮/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୫,୨୫୬ ମଧ୍ୟରୁ ୧୨,୯୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୮ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୯,୩୮୦ ମଧ୍ୟରୁ ୫,୦୮୬ ଜଣ ସୁସ୍ଥ ,୪୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୨,୨୩୯ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୪,୫୩୩ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧,୦୦୯,୪୫୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୬୪,୫୩୩ ଚିହ୍ନଟ ହୋଇଛନ୍ତି ୪୩,୭୮୦ ଜଣ ସୁସ୍ଥ ହୋଇଥିବା ବେଳେ ୨୦,୩୩୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୩୬୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୨୩୯ ଜଣଙ୍କ ମଧ୍ୟରୁ ୧,୪୧୬ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୮୨୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.