ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୨,୭୪,୧୮୧, ମୃତ୍ୟୁ ସଂଖ୍ୟା ୧,୧୮୧ ।

0 1,445

ଭୁବନେଶ୍ବର,୨୧/୧୦(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୯୩୧ । ବର୍ତ୍ତମାନ ସୁଦ୍ଧା ୪୧,୫୯,୩୯୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୭୪,୧୮୧ ଚିହ୍ନଟ ହୋଇଛନ୍ତି ୨,୫୨,୧୯୭ ଜଣ ସୁସ୍ଥ ହୋଇଥିବା ବେଳେ ୨୦,୭୫୦ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୧୮୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୯୩୧ ଜଣଙ୍କ ମଧ୍ୟରୁ ୧,୧୨୦ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୮୧୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.