ଭୁବନେଶ୍ବର,୩୧/୧୦(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୪୭୦ । ବର୍ତ୍ତମାନ ସୁଦ୍ଧା ୪୫,୫୫,୮୧୫ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୯୦,୧୧୬ ଚିହ୍ନଟ ହୋଇଛନ୍ତି ୨,୭୩,୮୩୮ ଜଣ ସୁସ୍ଥ ହୋଇଥିବା ବେଳେ ୧୪,୯୦୫ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୩୨୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୪୭୦ ଜଣଙ୍କ ମଧ୍ୟରୁ ୮୫୩ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୬୧୭ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।