ଭୁବନେଶ୍ବର,୧୧/୧୧(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୧,୨୨୦ । ବର୍ତ୍ତମାନ ସୁଦ୍ଧା ୫୦,୭୭,୧୧୯ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୦୫,୦୦୦ ଚିହ୍ନଟ ହୋଇଛନ୍ତି ୨,୯୧,୧୩୭ ଜଣ ସୁସ୍ଥ ହୋଇଥିବା ବେଳେ ୧୨,୩୪୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୪୬୯ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୨୨୦ ଜଣଙ୍କ ମଧ୍ୟରୁ ୭୦୩ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୫୧୭ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।