ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୩,୧୦,୯୨୦, ମୃତ୍ୟୁ ସଂଖ୍ୟା ୧,୫୭୫ ।

0 1,394

ଭୁବନେଶ୍ବର,୧୮/୧୧(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୮୬୮ । ବର୍ତ୍ତମାନ ସୁଦ୍ଧା ୫୩,୭୬,୩୯୩ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୧୦,୯୨୦ ଚିହ୍ନଟ ହୋଇଛନ୍ତି ୩,୦୦,୪୭୪ ଜଣ ସୁସ୍ଥ ହୋଇଥିବା ବେଳେ ୮,୮୧୮ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୫୭୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୮୬୮ ଜଣଙ୍କ ମଧ୍ୟରୁ ୫୦୨ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୩୬୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.