ରାୟଗଡା, ତା-୨୦/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୮୮୦ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୪୧,୬୫୭, ଚିକିତ୍ସିତ ସଂଖ୍ୟା ୩୭,୪୬୯, ମୃତ ସଂଖ୍ୟା ୭୦୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୮୫ ସହ ରାୟଗଡା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୬,୭୮୪, ସୁସ୍ଥ ସଂଖ୍ୟା ୬,୦୦୧,ଚିକିତ୍ସିତ ସଂଖ୍ୟା ୭୪୮ ଏବଂ ମୃତ ସଂଖ୍ୟା ୩୫ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୩୩୦ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୮୫ ବୋଲି ଜଣାପଡିଛି ।