ଶହୀଦ ଜବାନଙ୍କୁ ବିମାନ ବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ।

0 550

ଭୁବନେଶ୍ବର,୧୧/୧୨: କୁନୁର ହେଲିକପ୍ଟର ଦୁର୍ଘଟଣାରେ ଶହୀଦ ହୋଇଥିବା ଓଡ଼ିଆ ଯୁବକ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ୱର ରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ ଭୁବନେଶ୍ୱର ବିମାନ ବନ୍ଦରକୁ ଯାଇ ଶହୀଦ ରାଣାପ୍ରତାପ ଦାସଙ୍କ ମରଶରୀର ରେ ପୁଷ୍ପ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଶହୀଦ ରାଣାପ୍ରତାପ ଦାସଙ୍କ ଉତ୍ସର୍ଗୀକୃତ ସେବା ଓ ଦେଶଭକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.