ଶ୍ରମ ମନ୍ତ୍ରୀ ଅଗ୍ନି ବିପନ୍ନ ପରିବାରଙ୍କୁ ଭେଟି ସମବେଦନା ଜଣାଇବା ସହିତ ସହାୟତା ପ୍ରଦାନ କଲେ।

0 265

ବୁଗୁଡା,୨୫/୦୨(ପିପିଟି):ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ବିରଞ୍ଚିପୁର ଗ୍ରାମର ଦଶ ଗୋଟି ଘର ପୋଡ଼ି ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି। ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଗ୍ରାମକୁ ଯାଇ ଅଗ୍ନି ବିପନ୍ନ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ଏବଂ ସରକାରୀ ସହାୟତା ଶୀଘ୍ର ଯୋଗାଇ ଦେବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.