ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ।

0 280

ବ୍ରହ୍ମପୁର,୨୫/୦୪(ପିପିଟି):ଗଂଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ ଅନ୍ତର୍ଗତ ତନରଡା ସ୍ଥିତ, ଆର୍ଯ୍ୟକନ୍ୟା ଗୁରୁକୂଳ ହାଇସ୍କୁଲ ଠାରେ 5T ଯୋଜନାରେ ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମରେ ମନ୍ତ୍ରୀ ଉଷା ଦେବୀ, ଗଂଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା , ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ,ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ , ଆସିକା ସାଂସଦ ପ୍ରମିଳା ବିଷୋୟୀ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ , ସୋରଡ଼ା ବିଧାୟକ ପୂର୍ଣଚନ୍ଦ୍ର ସ୍ବାଇଁ , କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ,ଛତ୍ରପୁର ବିଧାୟକ ସୁବାଷ ବେହେରା ଏବଂ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟ ମଣି ବୈଦ୍ୟ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.