ହଟ୍ଟକେଶ୍ଵର ମକର ମହୋତ୍ସବ ଅଟ୍ରୀ ୨୦୨୩ ଉଦଘାଟିତ।

0 342

ଖୋର୍ଦ୍ଧା,୧୬/୦୧(ପିପିଟି):ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ନିର୍ବାଚନ ମଣ୍ଡଳୀ ବାଘମାରୀ ଠାରେ ” ହଟ୍ଟକେଶ୍ୱର ମକର ମହୋତ୍ସବ, ଅଟ୍ରୀ ୨୦୨୩ ” ଅନୁଷ୍ଠିତ ହୋଇଯାଇଛି। ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମହୋତ୍ସବକୁ ଉଦଘାଟନ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ତଥା ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁ ଓ ନୟାଗଡ଼ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ତଥା ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ଯୋଗ ଦେଇଛନ୍ତି ।ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।
(ରିପୋର୍ଟ- ସୁଶାନ୍ତ କୁମାର ପ୍ରଧାନ। )

Leave A Reply

Your email address will not be published.