ବୁଗୁଡା,୨୦/୦୪(ପିପିଟି):ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ଭାମସ୍ୟାଳି ଗ୍ରାମ ଠାରେ ବିଜୁ ଜନତା ଦଳର ଜିଲ୍ଲା ପରିଷଦ ଜୋନ ନଂ- ୪୩ ସ୍ତରୀୟ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଏବଂ ଆସ୍କା ସାଂସଦ ପ୍ରାର୍ଥୀନୀ ରଞ୍ଜିତା ସାହୁ ସାଂଗଠନିକ ବୈଠକ ରେ ଯୋଗ ଦେଇଛନ୍ତି। ଜନ ପ୍ରତିନିଧି , ବିଜୁ ଜନତା ଦଳର ସଂଗଠକ ଓ ସକ୍ରୀୟ କର୍ମୀମାନେ ଉପସ୍ଥିତ ଥିଲେ।