ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୩,୨୨,୬୪୨, ମୃତ୍ୟୁ ସଂଖ୍ୟା ୧,୭୯୪ ।

0 1,310

ଭୁବନେଶ୍ବର,୧୦/୧୨(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୩୪୩ । ବର୍ତ୍ତମାନ ସୁଦ୍ଧା ୬୨,୮୧,୧୬୨ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୨୨,୬୪୨ ଚିହ୍ନଟ ହୋଇଛନ୍ତି ୩,୧୭,୪୧୨ ଜଣ ସୁସ୍ଥ ହୋଇଥିବା ବେଳେ ୩,୩୮୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୭୯୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩୪୩ ଜଣଙ୍କ ମଧ୍ୟରୁ ୧୯୭ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୪୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.