ଭୁବନେଶ୍ବର,୧୭/୧୨(ପିପିଟି);ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୩୫୧ । ବର୍ତ୍ତମାନ ସୁଦ୍ଧା ୬୫,୦୨,୪୫୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୨୫,୧୪୭ ଚିହ୍ନଟ ହୋଇଛନ୍ତି ୩,୨୦,୨୦୮ ଜଣ ସୁସ୍ଥ ହୋଇଥିବା ବେଳେ ୩,୦୬୧ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୮୨୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩୫୧ ଜଣଙ୍କ ମଧ୍ୟରୁ ୨୦୩ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧୪୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।