ପୁଅର ଟାଙ୍ଗିଆ ଚୋଟରେ ମା ଗୁରୁତର :ଅଭିଯୁକ୍ତ ପୁଅ ଟାଙ୍ଗିଆ ସହ ଥାନାରେ ଆତ୍ମ ସମର୍ପଣ ।
କନ୍ଧମାଳ,୧୭/୦୨(ପିପିଟି): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଲାପଡା ପଞ୍ଚାୟତ ଗୁରୁପଡା ଗାଁ ରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ପୁଅ ର ଟାଙ୍ଗିଆ ଚୋଟରେ ମା ଗୁରୁତର ହୋଇ ମେଡିକାଲ ରେ ଭର୍ତି ହୋଇଥିବା ସୂଚନା ମିଳିଛି ।…
Read More...
Read More...