Yearly Archives

2026

ପାଣି ପଞ୍ଚାୟତ ନାଁକୁ ମାତ୍ର, କାମ ବେଳେ ଗାଏବ, ନିଲାମ ବେଳେ ହାଜର।

ବୋଲଗଡ଼,୧୧/୦୮(ପିପିଟି):ଚାଷୀଙ୍କ ସୁବିଧା ପାଇଁ ଗଠିତ ହୋଇଥିବା ପାଣି ପଞ୍ଚାୟତ ଏବେ କେବଳ କାଗଜ କଲମରେ ସୀମିତ ରହିଛି। କେନାଲ ସଫା ଓ ପାଣି ବଣ୍ଟନ ଭଳି ଗୁରୁତ୍ୱପୂର୍ଣ୍ଣ କାମ ବେଳେ ପଦାଧିକାରୀଙ୍କୁ ଖୋଜି ପାଇବା ମୁସ୍କିଲ୍…
Read More...

ନିଶାମୁକ୍ତି ପ୍ରତିଜ୍ଞା ଓ ସଚେତନତା କାର୍ଯ୍ୟକ୍ରମ ।

କୋଦଳା ,୧୧/୦୮(ପିପିଟି):ମଙ୍ଗଳବାର ଦିବା ୧୧ ଘଟିକା ସମୟରେ କୋଦଳା ସ୍ଥିତ ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିଶାମୁକ୍ତି ପ୍ରତିଜ୍ଞା ଓ ସଚେତନତା ସଭା ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ରଘୁନାଥ ମୁଦୁଲିଙ୍କ…
Read More...

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା ।

ବାଲିଗୁଡା, ୧୧/୦୮(ପିପିଟି): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବାବା ଗ୍ରୁପ ବୋଲ ବମ ସଂଘ ତରଫରୁ ଆଗାମୀ ତୃତୀୟ ପାଳି ସୋମବାର ପାଇଁ ମଙ୍ଗଳବାର ଦିନ ସ୍ଥାନୀୟ ଖଡ଼ଗ ନଦୀ ନିକଟରେ ଯଥାରିତି…
Read More...

କନ୍ୟାରୀବାଡିରେ ବେସାହାରା ହୋଇଗଲେ ଚାରି କୁନି ଛୁଆ , ସାହାଯ୍ୟର ହାତ ବଢ଼େଇବା ପାଇଁ ନିବେଦନ ।

ବେଗୁନିଆପଡ଼ା ,୧୧/୦୮(ପିପିଟି ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ବୁରୁଝରି ପଞ୍ଚାୟତ କନ୍ୟାରିବାଡି ଗ୍ରାମରେ ଦେଖିବାକୁ ମିଳିଛି ଏକ ଦୁଃଖଦ ଘଟଣା ।ବେସାହାରା ହୋଇଗଲେ ଚାରି କୁନି ଛୁଆ । ୨୦୨୫ ମସିହାରେ…
Read More...

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ସହ ବିଧାୟକ ମାନଙ୍କ ବୈଠକ ।

ଭୁବନେଶ୍ୱର,୧୦/୦୮(ପିପିଟି):ଖରିଫ ଋତୁ ୨୦୨୬-୨୭ ପାଇଁ ଧାନ ସଂଗ୍ରହ ପ୍ରକ୍ରିୟାରେ ସମସ୍ତ ଯୋଗ୍ୟ ଚାଷୀ ସାମିଲ ହେବା ନିମନ୍ତେ ସରକାର ବିଶେଷ ଧ୍ୟାନ ଦେଇଛନ୍ତି । ଏଥିନିମନ୍ତେ ଜାରି ପଞ୍ଜିକରଣ ପ୍ରକ୍ରିୟାରେ ଚାଷୀ ମାନେ…
Read More...

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ।

ବାଲିଗୁଡା,୧୦/୦୮(ପିପିଟି): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ର ଦ୍ୱିତୀୟ ସେମି ଫାଇନାଲ ଖେଳ ସୋମବାର ଦିନ ଆଦିବାସୀ ମହାବିଦ୍ୟାଳୟ ବନାମ…
Read More...

ଶ୍ରାବଣ ଦ୍ୱିତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ ।

ବାଲିଗୁଡା,୧୦/୦୮(ପିପିଟି): ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ଥିବା ବିଭିନ୍ନ ଶୈବପୀଠ ରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆ ମାନେ…
Read More...

ବୁଗୁଡ଼ାରେ ଗଞ୍ଜାମ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଶୁଣାଣି ଅନୁଷ୍ଠିତ।

ପୋଲସରା (ପିପିଟି): ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ବୁଗୁଡ଼ା ବ୍ଲକ ପରିସରରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ୧୦/୮/୨୬ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ…
Read More...

ଭେଜାଗୁଡା ପଞ୍ଚାୟତ ସମିତିରେ ମିଳିତ ଜନ ଅଭିଯୋଗ ଶୁଣାଣି ।

ମାଲକାନଗିରି,୧୦/୦୮(ପିପିଟି):ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ଅଧିନସ୍ଥ ଭେଜାଗୁଡ଼ା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏକ ମିଳିତ ଜନ ଅଭିଯୋଗ…
Read More...